Psalms 69:25 — Compare Translations
5 translations compared side by side
Odia - 1840
"ସମାନଙ୍କେର ଗୃହଗୁଡ଼ିକୁ ଶୂନ୍ଯ କର। କହେି ଜୀବିତ ନ ରୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ଵୁରେ କେହି ବାସ ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଗୃହଗୁଡ଼ିକୁ ଶୂନ୍ୟ କର। କେହି ଜୀବିତ ନ ରୁହନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।