Psalms 69:26 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସମାନେେ ୟାତନା ଦିଅନ୍ତି। ସମାନେେ ୟନ୍ତ୍ରଣା ବିଷଯରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସେମାନେ ଯାତନା ଦିଅନ୍ତି। ସେମାନେ ଯନ୍ତ୍ରଣା ବିଷୟରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।