Psalms 69:28 — Compare Translations
5 translations compared side by side
Odia - 1840
"ଜୀବନ-ପୁସ୍ତକରୁ ସମାନଙ୍କେର ନାମ ପୋଛି ଦିଅ ଓ ସମାନଙ୍କେ ନାମ ଧାର୍ମିକମାନଙ୍କ ସହିତ ଲେଖ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବନ-ପୁସ୍ତକରୁ ସେମାନଙ୍କର ନାମ ପୋଛି ଦିଅ ଓ ସେମାନଙ୍କ ନାମ ଧାର୍ମିକମାନଙ୍କ ସହିତ ଲେଖ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
Odia IRV 2017 (ଓଡିଆ ବାଇବେଲ)
ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।