Psalms 69:29 — Compare Translations

5 translations compared side by side

Odia - 1840
"ମୁଁ ଦୁଃଖୀ ଓ ଶାେକାକୁଳ ଅଟେ। ହେ ପରମେଶ୍ବର, ମାେତେ ଉଦ୍ଧାର କର। ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ଵର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦୁଃଖୀ ଓ ଶୋକାକୁଳ ଅଟେ। ହେ ପରମେଶ୍ୱର, ମୋତେ ଉଦ୍ଧାର କର। ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।