Psalms 69:3 — Compare Translations
5 translations compared side by side
Odia - 1840
"ସାହାୟ୍ଯ ପାଇଁ ଡ଼ାକି ଡ଼ାକି ମୁଁ ଦୁର୍ବଳ ହବୋକୁ ଯାଉଛି। ମାରେ କଣ୍ଠ ୟନ୍ତ୍ରଣା ହେଉଛି। ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଚାହିଁଛି। ଏବଂ ଚାହିଁ ଚାହିଁ ମାରେ ଆଖିଦ୍ବଯ ୟନ୍ତ୍ରଣା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି। ମୋର କଣ୍ଠ ଯନ୍ତ୍ରଣା ହେଉଛି। ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି। ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।