Psalms 69:30 — Compare Translations

5 translations compared side by side

Odia - 1840
"ମୁଁ ଗୀତରେ ପରମେଶ୍ବରଙ୍କ ନାମର ପ୍ରଶଂସା ଗାନ କରିବି ଓ ଧନ୍ଯବାଦ ସହ ତାଙ୍କର ଗୌରବ ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା ଗାନ କରିବି ଓ ଧନ୍ୟବାଦ ସହ ତାଙ୍କର ଗୌରବ ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।