Psalms 69:31 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏଥିରେ ପ୍ରସନ୍ନ ହବେେ। ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦବୋ ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ। ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।