Psalms 69:32 — Compare Translations

5 translations compared side by side

Odia - 1840
"ହେ ଗରିବ ଲୋକମାନେ, କିଏ ପରମେଶ୍ବରଙ୍କ ଆରାଧନା କରିବା ପାଇଁ ଆସିଅଛି, ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଗରିବ ଲୋକମାନେ, କିଏ ପରମେଶ୍ୱରଙ୍କ ଆରାଧନା କରିବା ପାଇଁ ଆସିଅଛି, ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
Odia IRV 2017 (ଓଡିଆ ବାଇବେଲ)
ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।