Psalms 69:33 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି। ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି। ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।