Psalms 69:34 — Compare Translations
5 translations compared side by side
Odia - 1840
"ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ଥ ସକଳ ଜଙ୍ଗମ ତାଙ୍କର ପ୍ରଶଂସା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାଙ୍କର ପ୍ରଶଂସା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।