Psalms 69:35 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସିଯୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ। ତାଙ୍କର ଲୋକମାନେ ସଠାେରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ। ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।