Psalms 69:36 — Compare Translations
5 translations compared side by side
Odia - 1840
"ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ। ଆଉ ତାହାଙ୍କ ନାମର ସ୍ନହକୋରୀଗଣ ତହିଁ ମଧ୍ୟରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ। ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।