Psalms 69:4 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁ,ମାରେ ମୁଣ୍ଡବାଳଠାରୁ ଅଧିକ। ସମାନେେ ବୃଥାରେ ମାେ ସହିତ ଶତ୍ରୁତା କରନ୍ତି। ସମାନେେ ମାରେ ବିନାଶର କାମନା ବହୁତ କରୁଛନ୍ତି। ମାରେ ଅନକେ ଶତ୍ରୁଗଣ ମାେ ବିଷଯରେ ମିଛ କଥା କହନ୍ତି। ସମାନେେ ମିଛରେ ମାେତେ ଚୋର କହିଲେ ଏବଂ ସହେି ବସ୍ତୁଗୁଡ଼ିକ ମାେତେ ଦବୋକୁ କହିଲେ, ୟାହା ମୁଁ ଚେୀରି କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ, ମୋର ମୁଣ୍ଡବାଳଠାରୁ ଅଧିକ। ସେମାନେ ବୃଥାରେ ମୋ’ ସହିତ ଶତ୍ରୁତା କରନ୍ତି। ସେମାନେ ମୋର ବିନାଶର କାମନା ବହୁତ କରୁଛନ୍ତି। ମୋର ଅନେକ ଶତ୍ରୁଗଣ ମୋ’ ବିଷୟରେ ମିଛ କଥା କହନ୍ତି। ସେମାନେ ମିଛରେ ମୋତେ ଗ୍ଭେର କହିଲେ ଏବଂ ସେହି ବସ୍ତୁଗୁଡ଼ିକ ମୋତେ ଦେବାକୁ କହିଲେ, ଯାହା ମୁଁ ଗ୍ଭେରି କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।
Odia IRV 2017 (ଓଡିଆ ବାଇବେଲ)
ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ’ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।