Psalms 69:5 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାରେ ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ। ମୁଁ ମାରେ ପାପଗୁଡ଼ିକ ତୁମ୍ଭଠାରେ ଲୁଚାଇ ପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋର ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ। ମୁଁ ମୋର ପାପଗୁଡ଼ିକ ତୁମ୍ଭଠାରେ ଲୁଗ୍ଭଇ ପାରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।