Psalms 69:6 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରଭୁ, ସୈନ୍ଯାଧିପତି ସଦାପ୍ରଭୁ, ଯେଉଁମାନେ ତୁମ୍ଭ ନିକଟରେ ଆଶା ରଖନ୍ତି, ସେ ମାେ ପାଇଁ ଲଜ୍ଜିତ ହବୋକୁ ଅନୁମତି ଦିଅ ନାହିଁ। ହେ ଇଶ୍ରାୟେଲର ପରମେଶ୍ବର, ତୁମ୍ଭର ଉପାସକମାନେ ମାେ ପାଇଁ ଅପମାନିତ ନ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଯେଉଁମାନେ ତୁମ୍ଭ ନିକଟରେ ଆଶା ରଖନ୍ତି, ସେମାନଙ୍କୁ ମୋ’ ପାଇଁ ଲଜ୍ଜିତ ହେବାକୁ ଅନୁମତି ଦିଅ ନାହିଁ। ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଉପାସକମାନେ ମୋ’ ପାଇଁ ଅପମାନିତ ନ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ’ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋ’ ଦେଇ ଅପମାନିତ ନ ହେଉନ୍ତୁ।