Psalms 69:7 — Compare Translations
5 translations compared side by side
Odia - 1840
"ମାରେ ମୁହଁ ଲଜ୍ଜ୍ଯାରେ ନଇଁ ପଡ଼ୁଛି। ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ଯ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି । ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ମୁହଁ ଲଜ୍ଜାରେ ନଇଁ ପଡ଼ୁଛି। ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ୟ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋ’ ମୁଖ ଆଚ୍ଛାଦନ କରିଅଛି।