Psalms 69:8 — Compare Translations

5 translations compared side by side

Odia - 1840
"ମାେ ନିଜ ଭାଇମାନେ ମାେ ସହିତ ଅଚିହ୍ନା ଲୋକ ପରି ବ୍ଯବହାର କଲେ। ମାରେ ମା'ଙ୍କର ପୁଅମାନେ ମାେତେ ବିଦେଶୀ ପରି ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ନିଜ ଭାଇମାନେ ମୋ’ ସହିତ ଅଚିହ୍ନା ଲୋକ ପରି ବ୍ୟବହାର କଲେ। ମୋର ମାଙ୍କର ପୁଅମାନେ ମୋତେ ବିଦେଶୀ ପରି ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।