Psalms 69:9 — Compare Translations
5 translations compared side by side
Odia - 1840
"ମାରେ ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ବଂସ ହାଇେଛି। ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମାେତେ ବାଧେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି । ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ୱଂସ ହୋଇଛି। ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମୋତେ ବାଧେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି।