Psalms 7:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମାେ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର ଓ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ । ହେ ସଦାପ୍ରଭୋ ମୋʼ ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଏହି ଗୀତ, ଏହି ଗୀତଟି ଶିଗାୟୋନ ଯିଏକି କୂଶଙ୍କର ପୁତ୍ର ଏବଂ ବିନ୍ୟାମୀନୀୟ ପରିବାରର ଅନ୍ତର୍ଭୁକ୍ତ। ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,