Psalms 7:10 — Compare Translations

5 translations compared side by side

Odia - 1840
"ପରମେଶ୍ବର ସବୁବେଳେ ୟଥାର୍ଥ ହୃଦଯ ବ୍ଯକ୍ତିମାନଙ୍କୁ ସାହାୟ୍ଯ କରନ୍ତି, ତଣେୁ ପରମେଶ୍ବର ମାେତେ ନିଶ୍ଚଯ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି, ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି।