Psalms 7:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ହେଉଛନ୍ତି ଧର୍ମମଯ ବିଚାରକର୍ତ୍ତା। ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ୟ୍ଯ ପାଇଁ କୋର୍ଧ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ଵର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହେଉଛନ୍ତି ଧର୍ମମୟ ବିଗ୍ଭରକର୍ତ୍ତା। ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ଯ୍ୟ ପାଇଁ କ୍ରୋଧ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।