Psalms 7:12 — Compare Translations

5 translations compared side by side

Odia - 1840
"ୟଦି ପରମେଶ୍ବର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ଼୍‍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି।