Psalms 7:13 — Compare Translations

5 translations compared side by side

Odia - 1840
"ପରମେଶ୍ବର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦବୋକୁ ପ୍ରସ୍ତୁତ ଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମଧ୍ୟ ତାହା ପାଇଁ ମୃତ୍ୟୁୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି।