Psalms 7:14 — Compare Translations

5 translations compared side by side

Odia - 1840
"କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ଯସ୍ତ ଥାଆନ୍ତି। ସମାନେେ ଗୋପନ ଯୋଜନା କରନ୍ତି ଓ ମିଥ୍ଯା ମଧ୍ଯ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରା; ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ୟସ୍ତ ଥା’ନ୍ତି। ସେମାନେ ଗୋପନ ଯୋଜନା କରନ୍ତି ଓ ମିଥ୍ୟା ମଧ୍ୟ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ଅଧର୍ମରୂପ ପ୍ରସବବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।