Psalms 7:15 — Compare Translations

5 translations compared side by side

Odia - 1840
"ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କୂପ ଖୋଳି ଗଭୀର କରିଅଛି, ପୁଣି ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।
Odia IRV 2017 (ଓଡିଆ ବାଇବେଲ)
ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।