Psalms 7:17 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ। ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ। ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।