Psalms 7:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ୟଦି ମାେତେ ସାହାୟ୍ଯ ନ କର ଶଷେରେ ସିଂହ ଦ୍ବାରା ଧରା ପଡ଼ିଥିବା ପଶୁଟି ପରି ମାରେ ଅବସ୍ଥା ହବେ। ମାେତେ ସମାନେେ ବୋହି ନଇେଯିବେ। ସେତବେେଳେ କହେି ମାେତେ ରକ୍ଷା କରିବାକୁ ନ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ତ ଖଣ୍ତ କରିବ, ଉଦ୍ଧାର କରିବାକୁ କେହି ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ମୋତେ ସାହାଯ୍ୟ ନ କର ଶେଷରେ ସିଂହ ଦ୍ୱାରା ଧରା ପଡ଼ିଥିବା ପଶୁଟି ପରି ମୋର ଅବସ୍ଥା ହେବ। ମୋତେ ସେମାନେ ବୋହି ନେଇଯିବେ। ସେତେବେଳେ କେହି ମୋତେ ରକ୍ଷା କରିବାକୁ ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।