Psalms 7:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ମାରେ ପରମେଶ୍ବର, ୟଦି ମୁଁ କିଛି ଭଲ କରି ନାହିଁ। ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ ମୋହର ପରମେଶ୍ଵର, ଯେବେ ମୁଁ ଏହା କରିଥାଏ, ଯେବେ ମୋʼ ହସ୍ତରେ ଅଧର୍ମ ଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ କିଛି ଭୁଲ୍ କରି ନାହିଁ। ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋ’ ହସ୍ତରେ ଅଧର୍ମ ଥାଏ;