Psalms 7:4 — Compare Translations

5 translations compared side by side

Odia - 1840
"ୟବେେ ମାରେ ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ ଓ ମାତ୍ର ବିନା କାରଣରେ ୟେ ମାରେ ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;)
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ, ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;)