Psalms 7:5 — Compare Translations

5 translations compared side by side

Odia - 1840
"ଏହା ୟଦି ସତ୍ଯ ନୁହେଁ ତାହା ହେଲେ ମାେତେ ଶାସ୍ତି ଦିଅ। ମାରେ ଶତ୍ରୁ ମାେ ପଛରେ ଗୋଡ଼ାଇ ମାେତେ ଧରି ମାରି ଦେଉ। ମାରେ ଜୀବନକୁ ଭୂମିରେ ଦଳି ପକାଉ। ମାରେ ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି ମୋʼ ଗୌରବକୁ ଧୂଳିସାତ୍ କରୁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଏହା ଯଦି ସତ୍ୟ ନୁହେଁ ତାହାହେଲେ ମୋତେ ଶାସ୍ତି ଦିଅ। ମୋର ଶତ୍ରୁ ମୋ’ ପଛରେ ଗୋଡ଼ାଇ ମୋତେ ଧରି ମାରି ଦେଉ। ମୋର ଜୀବନକୁ ଭୂମିରେ ଦଳି ପକାଉ। ମୋର ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋʼ ଗୌରବକୁ ଧୂଳିସାତ୍‍ କରୁ।
Odia IRV 2017 (ଓଡିଆ ବାଇବେଲ)
ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋ’ ଗୌରବକୁ ଧୂଳିସାତ୍‍ କରୁ। [ସେଲା]