Psalms 7:6 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କୋର୍ଧ ପ୍ରକାଶ କର। ମାରେ ଶତ୍ରୁମାନେ କୋର୍ଧିତ ତଣେୁ ସମାନଙ୍କେ ସମ୍ମୁଖରେ ରହି ସମାନଙ୍କେ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମାେ ପକ୍ଷରେ ଜାଗ୍ରତ ହୁଅ ଓ ନ୍ଯାଯ ବିଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ବିଚାରର ଆଜ୍ଞା କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର। ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର।