Psalms 7:8 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ଲୋକମାନଙ୍କର ବିଚାର କର। ମାରେ ମଧ୍ଯ ବିଚାର କର। ପ୍ରମାଣ କର ମୁଁ ୟାହା କହୁଛି ତାହା ଠିକ୍। ପ୍ରମାଣ କର ୟେ ମୁଁ ନିରପରାଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ଲୋକମାନଙ୍କର ବିଗ୍ଭର କର। ମୋର ମଧ୍ୟ ବିଗ୍ଭର କର। ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍। ପ୍ରମାଣ କର ଯେ ମୁଁ ନିରପରାଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।