Psalms 7:9 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ଵର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର। ହେ ପରମେଶ୍ୱର ତୁମ୍ଭେ ଅତ୍ୟନ୍ତ ମହାନ ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।