Psalms 70:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମାେତେ ରକ୍ଷା କର! ହେ ପରମେଶ୍ବର, ମାେତେ ଶୀଘ୍ର ଉତ୍ତର କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ । ହେ ପରମେଶ୍ଵର, ମୋତେ ଉଦ୍ଧାର କରିବା ପାଇଁ ସତ୍ଵର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ଵର ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସ୍ମରୋଣ ପାୟ। ହେ ପରମେଶ୍ୱର, ମୋତେ ରକ୍ଷା କର! ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।