Psalms 70:2 — Compare Translations

5 translations compared side by side

Odia - 1840
"ଲୋକମାନେ ମାେତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି। ସମାନଙ୍କେୁ ନିରାଶ ଓ ଅପମାନିତ କର! ଲୋକମାନେ ମାରେ କ୍ଷତି କରିବା ପାଇଁ ଚାହୁଁଛନ୍ତି। ମୁଁ ଆଶାକରେ ତାଙ୍କୁ ଲଜ୍ଜା ଦଇେ ବିଦାକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରାଣ ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି। ସେମାନଙ୍କୁ ନିରାଶ ଓ ଅପମାନିତ କର! ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି। ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ।