Psalms 70:3 — Compare Translations
5 translations compared side by side
Odia - 1840
"ଲୋକମାନେ ମାେତେ ପରିହାସ କରନ୍ତି। ସମାନେେ ସମାନଙ୍କେର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ହଁ, ହଁ ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋତେ ପରିହାସ କରନ୍ତି। ସେମାନେ ସେମାନଙ୍କର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।