Psalms 70:4 — Compare Translations

5 translations compared side by side

Odia - 1840
"ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ବଷେଣ କରନ୍ତି, ସମାନେେ ବହୁତ ଉଲ୍ଲସିତ ଓ ଖୁସି ହୁଅନ୍ତି। ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି, ସର୍ବଦା କହିବେ, ପରମେଶ୍ବର ମହାନ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ପରମେଶ୍ଵର ମହିମାନ୍ଵିତ ହେଉନ୍ତୁ ବୋଲି ନିରନ୍ତର କହୁନ୍ତୁ,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି, ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି। ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି, ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, “ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,