Psalms 70:5 — Compare Translations

5 translations compared side by side

Odia - 1840
"ମୁଁ ଏକ ନିଃସହାୟ ଲୋକ। ହେ ପରମେଶ୍ବର, ଶୀଘ୍ର ମାେତେ ଉଦ୍ଧାର କର! ହେ ପରମେଶ୍ବର!ତୁମ୍ଭେ ହିଁ କବଳେ ମାରେ ସହାୟ ଓ ରକ୍ଷା କର। ସଦାପ୍ରଭୁ ବିଳମ୍ବ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ଵର, ମୋʼ ପକ୍ଷରେ ସତ୍ଵର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ଵ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏକ ନିଃସହାୟ ଲୋକ। ହେ ପରମେଶ୍ୱର, ଶୀଘ୍ର ମୋତେ ଉଦ୍ଧାର କର! ହେ ପରମେଶ୍ୱର! ତୁମ୍ଭେ ହିଁ କେବଳ ମୋର ସହାୟ ଓ ରକ୍ଷକ। ସଦାପ୍ରଭୁ ବିଳମ୍ବ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋ’ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୁ, ବିଳମ୍ବ କର ନାହିଁ।