Psalms 71:12 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମାେ ପାଖରୁ ଦୂରଇେ ୟାଅ ନାହିଁ, ହେ ପରମେଶ୍ବର ଶୀଘ୍ର ମାେତେ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ଵର, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ, ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।