Psalms 71:13 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନଙ୍କୁ ପରାସ୍ତ କର!ସମାନଙ୍କେୁ ସଂପୂର୍ଣ୍ଣ ଭାବରେ ଧ୍ବଂସ କର। ସମାନେେ ମାେତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି। ସମାନେେ ଅପମାନିତ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନଙ୍କୁ ପରାସ୍ତ କର! ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କର। ସେମାନେ ମୋତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି। ସେମାନେ ଅପମାନିତ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।