Psalms 71:14 — Compare Translations
5 translations compared side by side
Odia - 1840
"କିନ୍ତୁ ମାେ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ବାସ ରଖିବି। ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋ’ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ୱାସ ରଖିବି। ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।