Psalms 71:15 — Compare Translations
5 translations compared side by side
Odia - 1840
"ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ମୁଖ ଦିନଯାକ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମୋତେ କିପରି ଅଗଣିତ ଥର ରକ୍ଷା କରିଥିଲ, ଯେପରିକି କେତେଥର ଗଣତି କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।