Psalms 71:16 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷଯରେ କହିବି। ମୁଁ କବଳେ ତୁମ୍ଭର ଉତ୍ତମତା ବିଷଯ ବର୍ଣ୍ଣନା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରଭୁ ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି । ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷୟରେ କହିବି। ମୁଁ କେବଳ ତୁମ୍ଭର ଉତ୍ତମତା ବିଷୟ ବର୍ଣ୍ଣନା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।