Psalms 71:17 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ ମୋତେ ବାଲ୍ୟକାଳ-ଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳରୁ ଶିକ୍ଷା ଦେଇ ଆସୁଅଛି। ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ଲୋକମାନଙ୍କୁ କହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।