Psalms 71:18 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ମୁଁ ବୃଦ୍ଧ ଓ ମାରେ ବାଳ ପାଚିୟାଇଛି। ମାେତେ ପରିତ୍ଯାଗ କର ନାହିଁ, ପରମେଶ୍ବର। ମାେ ସାଙ୍ଗରେ ରୁହ, ମୁଁ ୟପରେି ତୁମ୍ଭର ଶକ୍ତି ଏବଂ ମହାନତା ବିଷଯରେ ଭବିଷ୍ଯତ ବଂଶଧରଙ୍କ ଆଗରେ କହିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ମୁଁ ଆସନ୍ତା ପୁରୁଷ ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ଵକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୁଁ ବୃଦ୍ଧ ଓ ମୋର ବାଳ ପାଚିଯାଇଛି। ମୋତେ ପରିତ୍ୟାଗ କର ନାହିଁ, ପରମେଶ୍ୱର। ମୋ’ ସାଙ୍ଗରେ ରୁହ, ମୁଁ ଯେପରି ତୁମ୍ଭର ଶକ୍ତି ଏବଂ ମହାନତା ବିଷୟରେ ଭବିଷ୍ୟତ ବଂଶଧରଙ୍କ ଆଗରେ କହି ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।