Psalms 71:2 — Compare Translations

5 translations compared side by side

Odia - 1840
"କାରଣ ତୁମ୍ଭେ ୟଥାର୍ଥ ଅଟ। ମାେତେ ଉଦ୍ଧାର କର ଓ ବଞ୍ଚାଅ। ମାହେର ଗୁହାରି ଶୁଣ ଓ ମାେତେ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେ ଯଥାର୍ଥ ଅଟ। ମୋତେ ଉଦ୍ଧାର କର ଓ ବଞ୍ଚାଅ। ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋ’ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।