Psalms 71:20 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାେ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦଇେଛ। ମାେ ଜୀବନକୁ ପୁନଃସ୍ଥାପନ କର। ଯେତବେେଳେ ମୁଁ ପ୍ରାଯ ମୃତ ପରି ଥିଲି, ମାେ ଜୀବନକୁ ରକ୍ଷା କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ। ମୋ’ ଜୀବନକୁ ପୁନଃସ୍ଥାପନ କର। ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।