Psalms 71:21 — Compare Translations
5 translations compared side by side
Odia - 1840
"ମାେତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର ଏବଂ ମାେତେ ପୁଣିଥରେ ସାନ୍ତ୍ବନା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ମହତ୍ତ୍ଵ ବଢ଼ାଅ ଓ ଫେରି ମୋତେ ସାନ୍ତ୍ଵନା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର ଏବଂ ମୋତେ ପୁଣି ଥରେ ସାନ୍ତ୍ୱନା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।