Psalms 71:22 — Compare Translations

5 translations compared side by side

Odia - 1840
"ତା'ପରେ ହେ ମାରେ ପରମେଶ୍ବର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି। ତୁମ୍ଭ ଉପରେ ଭରସା ରଖାୟାଇ ପାରିବ ବୋଲି ମୁଁ ଗୀତ ଗାଇବି। ତୁମେ ଇଶ୍ରାୟେଲର ପବିତ୍ର ସଦାପ୍ରଭୁ ବୋଲି ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମ ସ୍ଵରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହେ ମୋର ପରମେଶ୍ୱର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି। ତୁମ୍ଭ ଉପରେ ଭରସା ରଖାଯାଇ ପାରିବ ବୋଲି ମୁଁ ଗୀତ ଗାଇବି। ତୁମେ ଇସ୍ରାଏଲର ପବିତ୍ର ସଦାପ୍ରଭୁ ବୋଲି ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍‍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍‍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।