Psalms 71:23 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାେତେ ରକ୍ଷା କର, ମୁଁ ବହୁତ ଖୁସି ଅଟେ। ମୁଁ ନିଜ ଓଷ୍ଠ ଦ୍ବାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ଵାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ରକ୍ଷା କଲ, ମୁଁ ବହୁତ ଖୁସୀ ଅଟେ। ମୁଁ ନିଜ ଓଷ୍ଠ ଦ୍ୱାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।